ଭୁବନେଶ୍ୱର,୩/୧୦: ଥାଇଲାଣ୍ଡରେ ଏକ ହୋଟେଲ ସମ୍ମୁଖରେ ସୁରକ୍ଷାଧାରୀ ପରି ଦୁଇ ପାଶ୍ୱରେ ଠିଆ କରାଯାଇଛି ମହାତ୍ମା ଗାନ୍ଧୀ ଓ ରବୀନ୍ଦ୍ର ନାଥ ଟାଗୁରଙ୍କ ମୂର୍ତ୍ତି । ଏନେଇ ଥାଉଲଣ୍ଡ ସରକାର ତୁରନ୍ତ ପଦକ୍ଷେପ ନେଇ ମହାପୁରୁଷଙ୍କୁ ଉଚିତ୍ ସ୍ଥାନରେ ରଖିବାକୁ ଆଜି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ନୀରବ ପ୍ରତିବାଦ କରାଯାଇଛି । ଗତ ୧ତାରିଖରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଅଲ୍ ଓଡିଶା ଲୟର୍ସ ଫୋରମର ଆବାହକ ଡ଼ ଲିଙ୍ଗରାଜ ସାହୁ ଓ ବରିଷ୍ଠ ନାଗରିକ ଗୌର ଚନ୍ଦ୍ର ମହାପାତ୍ର ଏହି ଦାବିପତ୍ର ପ୍ରଦାନ କରିଥିବା ବେଳେ ଗାନ୍ଧୀ ଜୟନ୍ତୀରେ ଗାନ୍ଧୀ ମାର୍ଗରେ ପ୍ରତିବାଦ କରାଯାଇଥିଲା। ଥାଇଲଣ୍ଡ ସରକାର ତରନ୍ତ ପଦକ୍ଷେପ ନେଇ ମହାପୁରୁଷଙ୍କୁ ଉଚିତ୍ ସ୍ଥାନରେ ରଖିବାକୁ ଉଦ୍ୟମ କରିବାକୁ ବୁଦ୍ଧିଜୀବୀ ଓ ବିଭିନ୍ନ ସମାଜସେବୀ ଦାବି ଜଣାଇଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀ…
Read MoreCategory: INTERNATIONAL
Voice of Odisha lawyers echoed abroad; signature campaign held in Thailand over Bharat Ratna demand for Madhu Babu
Bhubaneswar: The Nationalist movement, protection of Odia language, and formation of separate Odisha state were the results of the great struggles of Gopabandhu Das. Similarly, Madhusudan Das, who became poor for the sake of Odia art, culture, and heritage, was the main force behind the formation of a linguistic state or province. Despite their contributions, the two great men have not received due recognition in India. Demands for posthumous Bharat Ratna awards, installation of their statues in the Parliament premises, and naming of trains after them have not subsided. In…
Read Moreଲିଙ୍ଗରାଜ ସାହୁଙ୍କୁ ସମ୍ମାନଜନକ ଡକ୍ଟରେଟ୍
ଭୁବନେଶ୍ୱର,୨/୬: ବେଦର ଆବଶ୍ୟକତା ସମ୍ପର୍କିତ ଏକ ଆଲୋଚନା ଚକ୍ର ବାଙ୍ଗାଲୋରସ୍ଥିତ ଖାତିସମ୍ପନ୍ନ ଏସିଆ ବେଦିକ୍ ରିସର୍ଚ ୟୁନ୍ୟୁଭର୍ସିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଏସିଆ ବେଦିକ୍ ରିସର୍ଚ ୟୁନ୍ୟୁଭର୍ସିଟି ଉପଦେଷ୍ଠା ଭି. ବାବୁଭିଜୟାନଙ୍କ ଅଧ୍ୟକ୍ଷତାରେ ଏହାକୁ ଆନ୍ଧ୍ର ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଡ଼ ଜେ ହରିଦୁଶ ଉଦ୍ଘାଟନ କରିଥିଲେ । ଏଥିରେ ଅତିଥି ଭାବେ ବିଭିନ୍ନ ଦେଶର ପ୍ରତିନିଧି ସମେତ କଣ୍ଣାଟକ ଓ ଚେନେଇର ବହୁ ବିଚାରପତି, ବୁଦ୍ଧିଜୀବୀ, ଡାକ୍ତର, ଇଞ୍ଜିନିୟର, ଅଧିବକ୍ତା ଓ ମୁରବୀ ସାମିଲ ହୋଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ସାହୁଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଥିଲା ।
Read More